ରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କୋରୋନା, ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୮ ହଜାର ୨୭୪କୁ ବୃଦ୍ଧି, ଭୁବନେଶ୍ବରରେ ୨ ସମେତ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩ ମୃତ, କଟକ, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଜଣେ ଲେଖାଏଁ ମୃତ

Leave a Reply

Your email address will not be published. Required fields are marked *