

- ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ | ନୟାଗଡ ଦଶପଲ୍ଲା ବନାଞ୍ଚଳରୁ ୧୮ଖଣ୍ଡ କାଠ ଶ୍ରୀକ୍ଷେତ୍ରରେ ପହଞ୍ଚିଲା । ଅକ୍ଷୟ ତୃତୀୟାରେ ଶ୍ରୀଜିଉଙ୍କ ରଥ ନିର୍ମାଣ କାମ ଆରମ୍ଭ ହେବ |
- ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ | ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ଏକାଧିକ ଜିଲ୍ଲାରେ ଅପରାଧ ଲିଙ୍କ୍ ଥିବାରୁ କ୍ରାଇମବ୍ରାଞ୍ଚ ତଦନ୍ତ ସହଜ ହେବ | ପୋଲିସ ଡିଜିଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ଦେଲେ ସୂଚନା |