ରାଜ୍ୟରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ | ୬ ମାସ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର, ଏହାଦ୍ୱାରା ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ ହେବେ |ଏ ବାବଦରେ ୯୧.୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ।

Leave a Reply

Your email address will not be published. Required fields are marked *