ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ; ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ; ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର | ନିର୍ବାଚନ ପ୍ରଭାରୀ, ସଭାପତିଙ୍କ ଉପସ୍ଥିତିରେ ସାମିଲ | ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ | ୨୦୧୪ରୁ ୨୦୧୯ ଯାଏ ବିଧାୟକ ଥିଲେ | ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ବାଇଁ ପ୍ରିୟଦର୍ଶୀ ମିଶ୍ର |

Leave a Reply

Your email address will not be published. Required fields are marked *