ବିଜେପିରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ବିଜେପିରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ । ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସାମିଲ | ବିଜେଡି ଟିକେଟ ନଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର |

Leave a Reply

Your email address will not be published. Required fields are marked *