ସମତି ସଭ୍ୟ ପାଇଁ ଲଢେଇରେ ହାରିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେପି ନେତ୍ରୀ ଅଞ୍ଜଳି ବେହେରା

ପଞ୍ଚାୟତନ ନିର୍ବାଚନରେ ହାରିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେପି ନେତ୍ରୀ ଅଞ୍ଜଳି ବେହେରା । ସମତି ସଭ୍ୟ ପଦ ପାଇଁ ଲଢ଼େଇ କରି ସେ ପରାସ୍ତ ହୋଇଛନ୍ତି । ଅଞ୍ଜଳି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଗିରିଧରପ୍ରସାଦ ପଞ୍ଚାୟତରେ ସମତି ସଭ୍ୟ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିଲେ ।

Leave a Reply

Your email address will not be published. Required fields are marked *