ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ ଜେଲ୍‌

ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ବବଲି ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ କୋର୍ଟରେ ଦୋଷୀ ସାବ୍ୟସ୍ତ | ଅନୁପ ସାଏଙ୍କୁ ଆଜୀବନ ଜେଲଦଣ୍ତ ଶୁଣାଇଲେ ରାୟଗଡ ଅତିରିକ୍ତ ଜିଲା ଦୌରା ଜଜ୍ କୋର୍ଟ । ଅନୁପଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋ ନିର୍ଦ୍ଦୋଷରେ ଖଲାସ ।

Leave a Reply

Your email address will not be published. Required fields are marked *