ବିଜେଡିରେ ଯୋଗ ଦେଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ । ପ୍ରଦୀପଙ୍କ ସହିତ ତାଙ୍କର ସମର୍ଥକମାନେ ମଧ୍ୟ ଶୋଭାଯାତ୍ରାରେ ଆସି ମିଶ୍ରଣ ପର୍ବରେ ଯୋଗଦେଇଥିବା ଜଣାପଡ଼ିଛି।

ବିଜେଡିରେ ଯୋଗ ଦେଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ।ପ୍ରଦୀପଙ୍କ ସହିତ ତାଙ୍କର ସମର୍ଥକମାନେ ମଧ୍ୟ ଶୋଭାଯାତ୍ରାରେ ଆସି ମିଶ୍ରଣ ପର୍ବରେ ଯୋଗଦେଇଥିବା ଜଣାପଡ଼ିଛି। ନବରଙ୍ଗପୁର ସହରର ସର୍କିଟ୍ ହାଉସ ଆଗରେ ଥିବା ପଡ଼ିଆରେ ପ୍ରସ୍ତୁତ ମଞ୍ଚରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି।

Leave a Reply

Your email address will not be published. Required fields are marked *