ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଝଟକା; ତୋସାଖାନା ମାମଲାରେ ଦୋଷୀ ସାବ୍ୟସ୍ତ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ ଝଟକା। ତୋସାଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବ ପ୍ରଧାନମନ୍ତ୍ରୀ ଇମରାନ। ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷିତ ସହ ତିନି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ପାକିସ୍ତାନ କୋର୍ଟ।

Leave a Reply

Your email address will not be published. Required fields are marked *