ଆଜିଠାରୁ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ କମିବ, ଶୀତର ପ୍ରଭାବ ରହିବନି, ଆକାଶ ମେଘାଚ୍ଛନ୍ନ ରହିବା ସମ୍ଭାବନା, ରାତି ତାପମାତ୍ରାରେ ମଧ୍ୟ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ, ୧୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ସମ୍ଭାବନା, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

Leave a Reply

Your email address will not be published. Required fields are marked *