କୋରାପୁଟ ଜିଲ୍ଲା ଜଲାପୁଟ ଜଳଭଣ୍ଡାର ନିକଟରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ ଜିଲ୍ଲା ଜଲାପୁଟ ଜଳଭଣ୍ଡାର ନିକଟରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଖଡ଼ାପୁଟ ଗାଁରୁ ୮ କୁଇଣ୍ଟାଲ ୧୬ କେଜି ଗଞ୍ଜେଇ ଜବତ କଲା ପୋଲିସ, ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ଚଢ଼ାଉ କରିଥିଲା ପୋଲିସ

Leave a Reply

Your email address will not be published. Required fields are marked *