ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ବହି ଦେବେ ସରକାର

ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ । ଉପକୃତ ହେବେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ।

Leave a Reply

Your email address will not be published. Required fields are marked *