ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ବରମୁଣ୍ଡାର ତ୍ରିନାଥ ମନ୍ଦିର ରୋଡ଼ରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକ ଜଣଙ୍କ ଘର ବାହାର ରାଜ୍ୟରେ ବୋଲି ଜଣାଯାଇଛି । ଯୁବକ ଜଣଙ୍କୁ ହତ୍ୟା କରାଯାଇଛି ନା ଆତ୍ମହତ୍ୟା କରିଛନ୍ତି ତାର କାରଣ ଅସ୍ପଷ୍ଟ ରହିଛି । ଖଣ୍ଡଗିରି ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ ଓ ସାଇଣ୍ଟିଫିକ୍‌ ଟିମ୍ ଘଟଣାର ତଦନ୍ତ କରୁଛନ୍ତି ।

Leave a Reply

Your email address will not be published. Required fields are marked *