ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ | ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ | ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଅନ୍ତରୀଣ ଜାମିନ ପାଇଥିଲେ, ନିୟମିତ ଜାମିନ ଆବେଦନ ଖାରଜ ହେବାରୁ ପୁଣି ଜେଲ ଯାଇପାରନ୍ତି |

Leave a Reply

Your email address will not be published. Required fields are marked *