ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୁଣାଣି ଶେଷ, ରାୟ ସଂରକ୍ଷିତ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ୍ ସାବତ୍ରୀ ରଥଙ୍କ ଖଣ୍ଡପୀଠରେ ହୋଇଛି ଶୁଣାଣି । ତୃତୀୟ ଥର ଶୁଣାଣିରେ ରାୟ ସଂରକ୍ଷିତ ।

Leave a Reply

Your email address will not be published. Required fields are marked *