ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରାରେ ବୃଦ୍ଧି, ୬ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ରେକର୍ଡ, ୩୫.୮ ଡିଗ୍ରୀ ସହ ଚାନ୍ଦବାଲି ସବୁଠାରୁ ଉତ୍ତପ୍ତ ସହର, ଦୁର୍ବଳ ମୌସୁମୀ ପ୍ରଭାବ ଆହୁରି ୪ରୁ ୫ ଦିନ ରହିବା ସମ୍ଭାବନା, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

Leave a Reply

Your email address will not be published. Required fields are marked *