ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟିରେ ଦିନ ତମାମ ବର୍ଷା ଯୋଗୁଁ ବନ୍ୟାର ‌ଆଶଙ୍କା ; ଟ୍ରାଫିକ୍ ସମସ୍ୟା ଓ ଯାତାୟାତରେ ମଧ୍ୟ ବାଧା ସୃଷ୍ଟି ହେବ

ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟିରେ ଦିନ ତମାମ ବର୍ଷା ଲାଗି ରହିବ, ପ୍ରବଳ ବର୍ଷା ଯୋଗୁଁ ଟ୍ୱିନ୍ ସିଟିରେ ସହରୀ ବନ୍ୟାର ‌ଆଶଙ୍କା ରହିଛି, ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ; ଫଳରେ ଟ୍ରାଫିକ୍ ସମସ୍ୟା ଓ ଯାତାୟାତରେ ମଧ୍ୟ ବାଧା ସୃଷ୍ଟି ହେବ

Leave a Reply

Your email address will not be published. Required fields are marked *