ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା: ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ। ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ। ଜୁଲାଇ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି।

Leave a Reply

Your email address will not be published. Required fields are marked *