

- ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି,ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବ ଲଘୁଚାପ କ୍ଷେତ୍ର,ପରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି
- ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରୁ ୨୦ ଲକ୍ଷର ବ୍ରାଉନସୁଗର ଜବତ, ୨୦୦ ଗ୍ରାମ ବ୍ରାଉନସୁଗର ଜବତ, ଜଣଙ୍କୁ ଗିରଫ କଲା ପୁଲିସ