- ଦରଦାମ ବୃଦ୍ଧି ପ୍ରତିବାଦରେ ନଭେମ୍ବର ୧ରେ ସାରା ରାଜ୍ୟରେ ବିରୋଧ ପ୍ରଦର୍ଶନ କରିବ ବିଜୁ ମହିଳା ଜନତା ଦଳ
- ମମିତା ହତ୍ୟା ମାମଲାରେ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ ଆସୁଛି, ଦିବ୍ୟଶଙ୍କର ଜଣେ ସାଧାରଣ ବ୍ୟକ୍ତି ନୁହନ୍ତି, ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ, ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ- ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସଭାନେତ୍ରୀ ଭି. ଶ୍ରୀନିବାସନ