ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ; ୪୧.୨ ଡିଗ୍ରୀ ତାପମାତ୍ରା ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ରାଜ୍ୟରେ ଜାରିରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ୪୧.୨ ଡିଗ୍ରୀ ତାପମାତ୍ରା ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ଝାରସୁଗୁଡାରେ ୪୦.୬, ହୀରାକୁଦରେ ୩୯.୬, ଭୁବନେଶ୍ୱରରେ ୩୭.୪ ଡିଗ୍ରୀ, କେନ୍ଦୁଝରରେ ୩୬ ଡିଗ୍ରୀ, ବାଲେଶ୍ୱରରେ ୩୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *