କଳାହାଣ୍ଡି ଜିଲ୍ଳା ଭବାନୀପାଟଣା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଶଗଡ଼ା ବନାଞ୍ଚଳର ଫରେଷ୍ଟର ଯୋଗେନ୍ଦ୍ର ମାଝୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୨ ଲକ୍ଷ ଟଙ୍କା ନେଇ ଗାଁକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ବିଭିନ୍ନ ସମୟରେ ଦୁର୍ନୀତି ଅଭିଯୋଗ ମଧ୍ୟ ରହିଥିଲା ।

Leave a Reply

Your email address will not be published. Required fields are marked *