ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣି । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପାଲଲହଡ଼ା ବିଇଓ ଅଫିସର ବୈଷୟିକ ପରାମର୍ଶଦାତା ପ୍ରସନ୍ନ କୁମାର ପାଣିଙ୍କ ଘର ଓ କାର୍ଯ୍ୟାଳୟ ସମେତ ଅନୁଗୁଳ, ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ଉ।

Leave a Reply

Your email address will not be published. Required fields are marked *