News ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ March 26, 2025March 26, 2025 Jayaprada samantaray 0 Comments ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ | ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।