କଟକ: ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି । ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମକୋର୍ଟ କଲେଜିୟମର ନିଷ୍ପତ୍ତି । ଏବେ ଜଷ୍ଟିସ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାମ କରୁଛନ୍ତି |

Leave a Reply

Your email address will not be published. Required fields are marked *