ମା’ ମାଣିକେଶ୍ବରୀଙ୍କ ନାଁରେ ନାମିତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

ମା’ ମାଣିକେଶ୍ବରୀଙ୍କ ନାଁରେ ନାମିତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *