ରାଜ୍ୟରେ ଆଉ ୨ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୧୫ ତାରିଖ ସକାଳ ଯାଏ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ରର ସୂଚନା, କାଲି ଯାଏ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | ଘଡ଼ଘଡ଼ି ସହ କୁଆପଥର ବର୍ଷା

ରାଜ୍ୟରେ ଆଉ ୨ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୧୫ ତାରିଖ ସକାଳ ଯାଏ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ରର ସୂଚନା, କାଲି ଯାଏ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଘଡ଼ଘଡ଼ି ସହ କୁଆପଥର ବର୍ଷା; କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୋଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Leave a Reply

Your email address will not be published. Required fields are marked *