ଆଜି ପବିତ୍ର ମହାଳୟାରେ ମା’ ସମଲେଶ୍ବରୀଙ୍କ ଧବଳମୁଖୀ ବେଶ । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମା’ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାନ୍ତି l ଏହାକୁ ଗଙ୍ଗା ଦର୍ଶନ ବେଶ ତଥା ମହା ସରସ୍ଵତୀ ବେଶ ବୋଲି କୁହାଯାଇଥାଏ ।

Leave a Reply

Your email address will not be published. Required fields are marked *