ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଅଧ୍ୟାପିକା ନିଖୋଜ ଘଟଣା, ଘଟଣାର ସିବିଆଇ ତଦନ୍ତ ଦାବିରେ ବିଜେପିର ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା, ମମିତା ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେପି, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତାଫା ଦାବି କଲା ଦଳ

Loading

Leave a Reply

Your email address will not be published. Required fields are marked *