Fast News ସୁପ୍ରିମକୋର୍ଟରେ ମାହାଙ୍ଗା ଡବଲ ମର୍ଡର ମାମଲା January 25, 2025January 25, 2025 Sai Sudha 0 Comments ପୁନଃ ବିଚାର ଆବେଦନ ଗ୍ରହଣ କଲେ ସୁପ୍ରିମକୋର୍ଟ | SCରେ ମୃତ କୁଳମଣି ବରାଳଙ୍କ ପୁଅଙ୍କ ଆବେଦନ | ପୂର୍ବରୁ ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍ ଦେଇଥିଲେ HC | ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନୋଟିସ୍ | ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ପାଇଁ ନୋଟିସ୍ |