ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ଭୁବନେଶ୍ବର: ଆଜି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶପଥ ଗ୍ରହଣ କରିଛନ୍ତି। ବିଜେଡି ଟିକଟରେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିବା ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭା ପରିସରରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି। ଓଡିଆରେ ଶପଥ ନେଇଛନ୍ତି ଉଭୟ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ।

Leave a Reply

Your email address will not be published. Required fields are marked *