ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲେ ସାଂସଦ ମାନସ ମଙ୍ଗରାଜ।

ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲେ ସାଂସଦ ମାନସ ମଙ୍ଗରାଜ। ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳି ଦାୟିତ୍ୱ। ଗୌତମ ବୁଦ୍ଧ ଦାସଙ୍କୁ ଦେବଗଡ ଜିଲ୍ଲା ଦାୟିତ୍ୱ। ବୌଦ୍ଧର ପର୍ଯ୍ୟବେକ୍ଷକ ହେଲେ ଅମରେଶ ଜେନା |

Leave a Reply

Your email address will not be published. Required fields are marked *