ଭୁବନେଶ୍ବରର ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲା: ହତ୍ୟା, ଷଡ଼ଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କଲା କମିସନରେଟ ପୋଲିସ ।

ଭୁବନେଶ୍ବରର ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲା: ହତ୍ୟା, ଷଡ଼ଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କଲା କମିସନରେଟ ପୋଲିସ । ଗିରଫ ୩ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯାଇପାରେ । ଅଟକ ଥିବା ଅନ୍ୟ ଜଣଙ୍କୁ ପ୍ରମାଣ ଅଭାବରୁ ଛାଡ଼ିଲା ପୋଲିସ ।

Leave a Reply

Your email address will not be published. Required fields are marked *