ଆଜି ଠାରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତାଦେଖା । ରାଜ୍ୟର ୫୮ଟି କେନ୍ଦ୍ରରେ ଦେଖାହେବ ଖାତା । ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି । ଦିନ ୧୦ ରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ଜାରି ରହିବ । ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ ।

Leave a Reply

Your email address will not be published. Required fields are marked *