ଜାନୁଆରି ୮ରୁ ମାଟ୍ରିକ ପିଲାଙ୍କୁ ଦିଆଯିବ ଟିକା | ୧୫ରୁ ୧୮ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ଟିକାକରଣ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ | ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ କାଲିଠୁ ଏକାଦଶ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଟିକା |

ଜାନୁଆରି ୮ରୁ ମାଟ୍ରିକ ପିଲାଙ୍କୁ ଦିଆଯିବ ଟିକା | ୧୫ରୁ ୧୮ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ଟିକାକରଣ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ | ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ
କାଲିଠୁ ଏକାଦଶ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଟିକା |

Leave a Reply

Your email address will not be published. Required fields are marked *