- ରାଜ୍ୟରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ | ୬ ମାସ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର, ଏହାଦ୍ୱାରା ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ ହେବେ |ଏ ବାବଦରେ ୯୧.୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ।
- ରାଜ୍ୟରେ ଦୁର୍ଘଟଣା କମାଇବା ସହ ଟ୍ରାଫିକ ନିୟମ କଡ଼ାକଡ଼ି କରିବାକୁ ବୈଠକ । ଏପ୍ରିଲ ୪ରେ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ ବୈଠକ | ବୈଠକରେ ଡିଜିପି ଓ ପରିବହନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।