ରାଜ୍ୟରେ ଦୁର୍ଘଟଣା କମାଇବା ସହ ଟ୍ରାଫିକ ନିୟମ କଡ଼ାକଡ଼ି କରିବାକୁ ବୈଠକ । ଏପ୍ରିଲ ୪ରେ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ ବୈଠକ | ବୈଠକରେ ଡିଜିପି ଓ ପରିବହନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

Leave a Reply

Your email address will not be published. Required fields are marked *