

- ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ପୁରୀ, ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ଦ୍ୱିତୀୟ ଭୋଗ ଶେଷ ପରେ ହେବ ବନକଲାଗି, ବନକଲାଗି ନୀତି ଯୋଗୁଁ ଅପରାହ୍ନ ୪ ଟା ରୁ ରାତି ୮ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ |