ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି । ଆସନ୍ତା ଜାନୁୟାରୀ ୧୭ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷା ବଳବତ୍ତର । ପୂର୍ବରୁ ଡିସେମ୍ବର ୧୯ ଯାଏଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଥିଲେ ହାଇକୋର୍ଟ ।

Leave a Reply

Your email address will not be published. Required fields are marked *