

- କଟକ ଚଣ୍ଡୀ ମନ୍ଦିର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ | କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୭୦ କୋଟି, ଏକ ବର୍ଷରେ ସରିବ ବିକାଶ କାମ । ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।
- କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୭୦ କୋଟି, ଏକ ବର୍ଷରେ ସରିବ କାମ