ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ; ଫେବ୍ରୁଆରୀ ୨୮ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

-ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ ଗ୍ରହଣ
-ମାର୍ଚ୍ଚ ୨୬ରେ ଭୋଟ ଗଣତି

-ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ, ୮ରେ ଡେପୁଟୀ ମେୟର ନିର୍ବାଚନ
-୧୦୬ NAC/ମ୍ୟୁନିସିପାଲିଟି, ୩ଟି ମହାନଗରରେ ହେବ ନିର୍ବାଚନ।

-୧୦୬ NAC/ମୁ୍ୟନିସିପାଲିଟି, ୩ଟି ମହାନଗରରେ ହେବ ନିର୍ବାଚନ
-ଅଦାଲତି କାରଣ ପାଇଁ ପୁରୀ ମ୍ୟୁନିସିପାଲିଟିରେ ନିର୍ବାଚନ ହେବନି।

-ପୌର ନିର୍ବାଚନ ପାଇଁ ଫେବ୍ରୁଆରୀ ୨୮ରେ ବିଜ୍ଞପ୍ତି ପ୍ରକାଶ
-ମାର୍ଚ୍ଚ ୨ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ମନୋନୟନ ପତ୍ର ଦାଖଲ
-ମାର୍ଚ୍ଚ ୯ ତାରିଖରେ ନାମାଙ୍କନପତ୍ର ଯାଞ୍ଚ, ୧୪ ସୁଦ୍ଧା ପ୍ରତ୍ୟାହାର

-ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନର

Leave a Reply

Your email address will not be published. Required fields are marked *