

- ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଯୋଗୀ ଆଦିତ୍ୟନାଥ । ଲଗାତର ଦ୍ବିତୀୟ ଥର ପାଇଁ ଶପଥ ନେବାକୁ ଯାଉଛନ୍ତି ଯୋଗୀ ଆଦିତ୍ୟନାଥ । ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ବରିଷ୍ଠ ନେତା ।
- ଯାଜପୁର ବାଲିଚନ୍ଦ୍ରପୁର ଥାନା ମାଣ୍ଡୁକା ଅଞ୍ଚଳରୁ ଶିଶୁକନ୍ୟା ଉଦ୍ଧାର । ନବଜାତ ଶିଶୁକନ୍ୟାକୁ ଏକୁଟିଆ ଦେଖି ପୋଲିସକୁ ଖବର ଦେଇଥିଲେ ଲୋକେ । ଶିଶୁକନ୍ୟାକୁ ଉଦ୍ଧାର ପରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା |