ରାଉରକେଲାରୁ ବେଦବ୍ୟାସ ଯାଉଥିବା ମୋ ବସ୍ ଟିସିଆଇ ଛକ ନିକଟରେ ଜଳିଗଲା

ରାଉରକେଲାରୁ ବେଦବ୍ୟାସ ଯାଉଥିବା ମୋ ବସ୍ ଟିସିଆଇ ଛକ ନିକଟରେ ଜଳି ଯାଇଛି। ତେବେ ବସରେ ଥିବା ଯାତ୍ରୀମାନେ କୌଣସି ପ୍ରକାରର ଅଘଟଣରୁ ବର୍ତ୍ତି ଯାଇଛନ୍ତି। କେଉଁ କାରଣରୁ ନିଆଁ ଲାଗିଲା ତାହା ଜଣାପଡିନାହିଁ। ଦମକଳ ଗାଡ଼ି ପହଞ୍ଚି ନିଆଁକୁ କାବୁ କରିଛି।

Leave a Reply

Your email address will not be published. Required fields are marked *