

- ବିଧାନସଭାରେ ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି ପ୍ରତିବାଦ କଲେ ଶାସକ ଦଳର ସଦସ୍ୟ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ଆନ୍ଦୋଳନର ମାନ୍ୟତା ନମିଳିବା, ପାଇକମାନଙ୍କୁ କଳାକାରର ମାନ୍ୟତା ନମିଳିବାରୁ ବିଜେଡିର ବିରୋଧ । କେନ୍ଦ୍ରର ଅବହେଳା ପ୍ରତିବାଦରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା
- ଦେଶରେ ଟିକାକରଣ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ । ଟିକା ନେବା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ଭିତରୁ ୫୦ ପ୍ରତିଶତ ସଂପୂର୍ଣ୍ଣ ଟିକାକରଣ ହୋଇସାରିଛନ୍ତି । ଅର୍ଥାତ୍ ୫୦ ପ୍ରତିଶତ ଲୋକ ଦୁଇ ଡୋଜ୍ ଟିକା ନେଇସାରିଛନ୍ତି । ଏଥିପାଇଁ ଟୁଇଟ୍ କରି ଦେଶବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି |