ଆଜି ରାଷ୍ଟ୍ରପତି ଭବନରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ସମାରୋହ : ଓଡ଼ିଆ ପାରାଲିମ୍ପିଆନ ପ୍ରମୋଦ ଭଗତଙ୍କ ସମେତ ୧୨ କ୍ରୀଡ଼ାବିତ ପାଇବେ ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ ପୁରସ୍କାର। ଓଡ଼ିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କ ସମେତ ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦେବେ ରାଷ୍ଟ୍ରପତି ।

ଆଜି ରାଷ୍ଟ୍ରପତି ଭବନରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ସମାରୋହ: ଓଡ଼ିଆ ପାରାଲିମ୍ପିଆନ ପ୍ରମୋଦ ଭଗତଙ୍କ ସମେତ ୧୨ କ୍ରୀଡ଼ାବିତ ପାଇବେ ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ ପୁରସ୍କାର। ଓଡ଼ିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କ ସମେତ ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦେବେ ରାଷ୍ଟ୍ରପତି ।

Leave a Reply

Your email address will not be published. Required fields are marked *