ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

କୋଭିଡ କାଳରେ PMGKAYରେ NFSA ହିତାଧିକାରୀଙ୍କୁ ମିଳୁଛି ମାଗଣା ଚାଉଳ । ଚାଉଳ ଯୋଗାଣର ସମୟ ସୀମା ଚଳିତ ମାସ ଶେଷ ହେଉଥିବାରୁ ଏହି ମସୟ ସୀମା ଆଉ ୮ ମାସ ବୃଦ୍ଧି କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। PMGKAYରେ ଓଡ଼ିଶାକୁ ଅଧିକ ଚାଉଳ ଦେବାକୁ ଦାବି କଲେ ନବୀନ । କୋଭିଡ ଏବେ ବି ସରିନି, ଲୋକଙ୍କ ଜୀବୀକା ସ୍ବାଭାବିକ ହୋଇନି, ତେଣୁ ଅତିରିକ୍ତ ଚାଉଳ ହିତାଧିକାରୀଙ୍କୁ ଆଉ ୮ ମାସ ଦେବାକୁ ଅନୁରୋଧ।

Leave a Reply

Your email address will not be published. Required fields are marked *