ନାମାଙ୍କନ ପତ୍ର ଦାଖଲ କଲେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ସଭାପତି ଜେପି ନଡ୍ଡା, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ସହଯୋଗୀ ଦଳର ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ଦ୍ରୌପଦୀ ମୁର୍ମୁ |

Leave a Reply

Your email address will not be published. Required fields are marked *