ଜାନୁଆରି ୬ ତାରିଖରେ ଓଡ଼ିଶା ଆସିବେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର

ଜାନୁଆରି ୬ ତାରିଖରେ ଓଡ଼ିଶା ଆସିବେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର । କଂଗ୍ରେସ ପକ୍ଷରୁ ଅଜୟ କୁମାରଙ୍କୁ ସମ୍ବର୍ଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *