

- ସମ୍ଭାବ୍ୟ ଭିଡ଼ ଆଶଙ୍କାରେ ଘଟଗାଁ ତାରିଣୀ ମନ୍ଦିରରେ କଟକଣା: ଡିସେମ୍ବର ୨୫, ୨୬, ୩୧, ଜାନୁଆରୀ ୧ ଓ ୨ରେ ଦର୍ଶନ ବନ୍ଦ, ୫ ଦିନ ମନ୍ଦିର ବନ୍ଦ ରହିବା ନେଇ ଟ୍ରଷ୍ଟ ବୋର୍ଡ ସଭାପତିଙ୍କ ସୂଚନା
- ହାଇକୋର୍ଟରେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ମାମଲା | ନିୟମିତ ହେବେ ରାଜ୍ୟର ବିଭିନ୍ନ RTOରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର | ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦେଶ ଆଉଟସୋର୍ସିଂ ଜରିଆରେ ନିଯୁକ୍ତି ପାଇଥିଲେ ଏହି ଡାଟା ଏଣ୍ଟ୍ରି ଅପରେଟର |