- ଆଜି ରାଜ୍ୟରେ କୋରୋନା ନେଲା ଆଉ ୪ ଜୀବନ । ଭଦ୍ରକ, କଟକ, ଜଗତସିଂହପୁର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୮ ହଜାର ୪୭୬କୁ ବୃଦ୍ଧି
- ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବଢ଼ାଇବା ପ୍ରସ୍ତାବକୁ ଅନୁମୋଦନ କଲେ କେନ୍ଦ୍ର ସରକାର । ସୁରେଶଙ୍କ କାର୍ଯ୍ୟକାଳ ୬ ମାସ ବଢ଼ାଇବାକୁ ସୁପାରିସ କରିଥିଲେ ରାଜ୍ୟ ସରକାର